• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th September 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ କ୍ଷେତ୍ରରେ ଧନଲାଭର ବଡ଼ ସୁଯୋଗ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର - ମୀନ ରାତ୍ରି ୦୯.୦୯ ଗତେ ମେଷ । ତିଥି - ପ୍ରତିପଦ ଦିବା ୧୨.୨୧ ଗତେ ୨ୟା । ଘାତ ଚନ୍ଦ୍ର - ଧନୁ ରାଶିର, ରାତ୍ରି ୦୯.୦୯ ଗତେ ମେଷ ରାଶି । ଘାତ ବାର- ବୃଷ, ସିଂହ ଓ କନ୍ୟା ।

Sagittarius

ଧନୁ

Saturday 30 Sep 2023

ମୂଳା- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ ।  ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ ।

ପୂ, ଷାଢା- ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ ।  ଆଧ୍ୟାତ୍ମିକ ଆଲୋଚନାରେ ସମୟ ବିତାଇବେ । ନିଜର ଦୋଷ ତୃଟି ସ୍ୱକାର କରିବେ ।

ଉ,  ଷାଢା- ଆପଣଙ୍କର ବିଦେଶ ଭ୍ରମଣ ଯୋଗ ଅଛି ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ । ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ ।

ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩    

ପ୍ରତିକାର- ହଳଦିଆ ତିଲକ କରି ମୁଣ୍ଡରେ ଲଗାନ୍ତୁ