Advertisment

Daily Horoscope 31 July 2023: ଏହି ରାଶିର ବ୍ୟକ୍ତି... ଆଜି ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

author-image
Tanmay Kumar Mahalik
Daily Horoscope 31 July 2023: ଏହି ରାଶିର ବ୍ୟକ୍ତି... ଆଜି ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ
ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୩ ଶୀ ପ୍ରାତଃ ୦୭.୨୭ ଗତେ ୧୪ଶୀ । ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାତ୍ରି ୧୨.୧୫ ଗତେ ସିଂହ । ଘାତ ବାର- ମିଥୁନ । ପୁଷ୍କର ଦୋଷ- ସନ୍ଧ୍ୟା ୦୬.୫୮ ଗତେ ୧ ପାଦ- କୁଟୁମ୍ବହାନୀ- ତିଳକାଞ୍ଜନ ଦାନ ।