• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st August 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ବୁଧବାର । ତିଥି –୪ର୍ଥୀ ଦିବା ୦୩/୨୩ ଗତେ ୫ମୀ, ଚନ୍ଦ୍ର – କନ୍ୟା ଦିବା ୧୨/୦୨ ଗତେ ତୁଳା, ଘାତ ଚନ୍ଦ୍ର- ବୃଷ ରାଶିର ଦିବା ୧୨/୦୨ ପର୍ଯ୍ୟନ୍ତ, ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ – ନାସ୍ତି

Aries

ମେଷ

Wednesday 31 Aug 2022

ଅଶ୍ୱନୀ – ସାମାଜିକ କାର୍ଯ୍ୟରେ ଆପଣଙ୍କ ରୁଚି ବଢିବ ।

ଦ୍ୱିଜା – ପ୍ରତ୍ୟେକ ଜିନିଷକୁ ଭଲ ଭାବରେ ବୁଝିବାକୁ ଚେଷ୍ଟା କରିବେ ।

କୃତିକା – ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :