• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st August 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ବୁଧବାର । ତିଥି –୪ର୍ଥୀ ଦିବା ୦୩/୨୩ ଗତେ ୫ମୀ, ଚନ୍ଦ୍ର – କନ୍ୟା ଦିବା ୧୨/୦୨ ଗତେ ତୁଳା, ଘାତ ଚନ୍ଦ୍ର- ବୃଷ ରାଶିର ଦିବା ୧୨/୦୨ ପର୍ଯ୍ୟନ୍ତ, ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ – ନାସ୍ତି

Gemini

ମିଥୁନ

Wednesday 31 Aug 2022

ମୃଗଶିରା - ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ ।

ଆଦ୍ରା - ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ ।

ପୁନର୍ବସୁ - ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :