• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st August 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ବୁଧବାର । ତିଥି –୪ର୍ଥୀ ଦିବା ୦୩/୨୩ ଗତେ ୫ମୀ, ଚନ୍ଦ୍ର – କନ୍ୟା ଦିବା ୧୨/୦୨ ଗତେ ତୁଳା, ଘାତ ଚନ୍ଦ୍ର- ବୃଷ ରାଶିର ଦିବା ୧୨/୦୨ ପର୍ଯ୍ୟନ୍ତ, ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Wednesday 31 Aug 2022

ମଘା – କୈାଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ ।

ପୂ , ଫାଲଗୁନୀ - ପାରିବାରିକ କ୍ଲେଶ ଦୂର ହେବ ।

ଉ ,ଫାଲଗୁନୀ – ଶିକ୍ଷାର୍ଥୀ ଲେଖା ପଢାରେ ଅଧିକ ଧ୍ୟାନ ଦେବେ ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :