• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st August 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ବୁଧବାର । ତିଥି –୪ର୍ଥୀ ଦିବା ୦୩/୨୩ ଗତେ ୫ମୀ, ଚନ୍ଦ୍ର – କନ୍ୟା ଦିବା ୧୨/୦୨ ଗତେ ତୁଳା, ଘାତ ଚନ୍ଦ୍ର- ବୃଷ ରାଶିର ଦିବା ୧୨/୦୨ ପର୍ଯ୍ୟନ୍ତ, ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ – ନାସ୍ତି

Libra

ତୁଳା

Wednesday 31 Aug 2022

ଚିତ୍ରା - କୈାଣସି କାମ ତରବରିଆ ଭାବେ କରନ୍ତୁ ନାହିଁ ।

ସ୍ୱାତୀ – ଆର୍ଥିକ ସ୍ଥିତି ଚିନ୍ତା ଜନକ ରହିବ ।

ବିଶାଖା – ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ ।

ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :