ସୌର ସିଂହ ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୩୧ ତାରିଖ,ଗୁରୁବାର, ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ପୂର୍ଣମା ପ୍ରାତଃ ୦୭.୦୫ ଗତେ ପ୍ରତିପଦ ରାତ୍ରି ୦୩.୧୯ ଗତେ ୨ୟା ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର – ତୁଳା ଓ କୁମ୍ଭ
ଅଶ୍ୱନୀ –ପୁରୁଣା ବନ୍ଧୁଙ୍କ ସହ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବା ସହ ଆତ୍ମୀୟମାନଙ୍କ ଅବଦାନକୁ ଭୁଲି ପାରିବେ ନାହିଁ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ
ଦ୍ୱିଜା – ଅଫିସରେ ବାକି କାମ ସବୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କୌଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ ।
କୃତିକା – ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ଧାର ଦେବା ନେବାରେ ନିବୃତ ରୁହନ୍ତୁ । ନିଜ ଜିନିଷ କେଉଁଠି ରଖି ଭୁଲିଯିବେ
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯