• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st August 2023: ହଜିଥିବା ଜିନିଷ ପାଇବେ, ଧନ ଓ ସମ୍ପତ୍ତି ଲାଭର ଯୋଗ ରହିଛି...

ସୌର  ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୩୧ ତାରିଖ,ଗୁରୁବାର, ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ପୂର୍ଣମା ପ୍ରାତଃ ୦୭.୦୫ ଗତେ ପ୍ରତିପଦ ରାତ୍ରି ୦୩.୧୯ ଗତେ ୨ୟା ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର –  ତୁଳା ଓ କୁମ୍ଭ

Taurus

ବୃଷ

Thursday 31 Aug 2023

କୃତିକା  - ପାରିବାରିକ ଜୀବନରେ  ଦୁଃଖ-ସୁଖ ଲାଗି ରହିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ନାନା ଚିନ୍ତାରେ ମାନସିକ ଅସ୍ଥିରତା ବଢିବ । 
ରୋହିଣୀ – ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ । ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ମୃଗଶିରା – ପେସାଦାର ବ୍ୟବସାୟୀଙ୍କ ଠାରୁ ସାବଧାନ୍ ରୁହନ୍ତୁ। ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ। ମହିଳାମାନେ କଠିନ ପରିଶ୍ରମ କରିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁ କାମ ଗୁଡିକ ସହଜ ହେଇଯିବ ଓ କିଛି ମାତ୍ରାରେ ସ୍ୱାସ୍ଥ୍ୟରେ ଅବନତି ହେବ ।

ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :