• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st August 2023: ହଜିଥିବା ଜିନିଷ ପାଇବେ, ଧନ ଓ ସମ୍ପତ୍ତି ଲାଭର ଯୋଗ ରହିଛି...

ସୌର  ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୩୧ ତାରିଖ,ଗୁରୁବାର, ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ପୂର୍ଣମା ପ୍ରାତଃ ୦୭.୦୫ ଗତେ ପ୍ରତିପଦ ରାତ୍ରି ୦୩.୧୯ ଗତେ ୨ୟା ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର –  ତୁଳା ଓ କୁମ୍ଭ

Aquarius

କୁମ୍ଭ

Thursday 31 Aug 2023

ଧନିଷ୍ଠା – ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବାରେ ସାହାଯ୍ୟ କରିବ ।  କୈାଣସି ପୁରୁଣା ବିବାଦର ସମ୍ମୁଖୀନ କରିବାକୁ ପଡିବ । 
ଶତଭିଷା –  ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତ୍ରୁ ଆପଣଙ୍କର କ୍ଷତି କରି ପାରନ୍ତି । 
ପୂ , ଭାଦ୍ରପଦ  –  ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୈାଣସି କାଯ୍ୟର ସଫଳତାରେ ବିଘ୍ନ ଆସିପାରେ । 

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :