• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st August 2023: ହଜିଥିବା ଜିନିଷ ପାଇବେ, ଧନ ଓ ସମ୍ପତ୍ତି ଲାଭର ଯୋଗ ରହିଛି...

ସୌର  ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୩୧ ତାରିଖ,ଗୁରୁବାର, ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ପୂର୍ଣମା ପ୍ରାତଃ ୦୭.୦୫ ଗତେ ପ୍ରତିପଦ ରାତ୍ରି ୦୩.୧୯ ଗତେ ୨ୟା ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର –  ତୁଳା ଓ କୁମ୍ଭ

Pisces

ମୀନ

Thursday 31 Aug 2023

ପୂ , ଭାଦ୍ରପଦ - ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି ।  ଆୟ ଖୁବ୍ ଭଲ ରହିବ ।  ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି ।
ଉ , ଭଦ୍ରପଦ - ବିଦ୍ୟାର୍ଥୀମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରିବାରର ସମପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାର‌୍ୟ୍ୟ ସହଯୋଗ ମିଳିବ ।
ରେବତୀ –ସ୍ଥଗିତ ଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯାଇପାରେ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟକଳାପ ବୃଦ୍ଧି ପାଇବ ।

ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :