• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st August 2023: ହଜିଥିବା ଜିନିଷ ପାଇବେ, ଧନ ଓ ସମ୍ପତ୍ତି ଲାଭର ଯୋଗ ରହିଛି...

ସୌର  ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୩୧ ତାରିଖ,ଗୁରୁବାର, ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ପୂର୍ଣମା ପ୍ରାତଃ ୦୭.୦୫ ଗତେ ପ୍ରତିପଦ ରାତ୍ରି ୦୩.୧୯ ଗତେ ୨ୟା ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର –  ତୁଳା ଓ କୁମ୍ଭ

Gemini

ମିଥୁନ

Thursday 31 Aug 2023

ମୃଗଶିରା  - ବ୍ୟବସାୟରେ ଲାଭବାନ୍ ହେବେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ । ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ ।  କର୍ମ କରିବା ଶୈଳୀରେ ପରିବର୍ତ୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।
ଆଦ୍ରା -  ଛାତ୍ରଛାତ୍ରୀମାନେ ମାନସିକ ସ୍ତରରେ ଖୁସି ରହିବେ ।  ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିପାରନ୍ତି । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୈାଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । 
ପୁନର୍ବସୁ - ବହୁ ଦିନର ମନସ୍କାମନା ପୂରଣ ହେବ । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ । ଅଜଣା ବ୍ୟକ୍ତିଙ୍କୁ ବିଶ୍ୱାସ କରି ହଇରାଣ ହୋଇପାରନ୍ତି । 

ପ୍ରତିକାର – ମାଛ ମାନଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :