• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st August 2023: ହଜିଥିବା ଜିନିଷ ପାଇବେ, ଧନ ଓ ସମ୍ପତ୍ତି ଲାଭର ଯୋଗ ରହିଛି...

ସୌର  ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୩୧ ତାରିଖ,ଗୁରୁବାର, ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ପୂର୍ଣମା ପ୍ରାତଃ ୦୭.୦୫ ଗତେ ପ୍ରତିପଦ ରାତ୍ରି ୦୩.୧୯ ଗତେ ୨ୟା ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର –  ତୁଳା ଓ କୁମ୍ଭ

Leo

ସିଂହ

Thursday 31 Aug 2023

ମଘା - ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ  ଭଲ ରହିବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ ।
ପୂ , ଫାଲଗୁନୀ - ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡ଼ିପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ । ଅଫିସ୍‌ରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।
ଉ ,ଫାଲଗୁନୀ –ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ନୂଆ କାର‌୍ୟ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି । ସମୟ ଆନନ୍ଦ ଦାୟକ ରହିବ ଏବଂ ଚିନ୍ତା ମୁକ୍ତ ରହିବେ । 

ପ୍ରତିକାର –  ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :