• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st August 2023: ହଜିଥିବା ଜିନିଷ ପାଇବେ, ଧନ ଓ ସମ୍ପତ୍ତି ଲାଭର ଯୋଗ ରହିଛି...

ସୌର  ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୩୧ ତାରିଖ,ଗୁରୁବାର, ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ପୂର୍ଣମା ପ୍ରାତଃ ୦୭.୦୫ ଗତେ ପ୍ରତିପଦ ରାତ୍ରି ୦୩.୧୯ ଗତେ ୨ୟା ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର –  ତୁଳା ଓ କୁମ୍ଭ

Virgo

କନ୍ୟା

Thursday 31 Aug 2023

ଉ , ଫାଲଗୁନୀ – ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ବ୍ୟବସାୟରେ ମତାନ୍ତର ଦେଖାଦେବ। କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ  
ହସ୍ତା – ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ। କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ। ଘରକୁ ବନ୍ଧୁ ଆସିପାରନ୍ତି। ବିଦ୍ୟାର୍ଥୀଙ୍କ ପଢାପଢିରେ ଅବହେଳା ଘଟିବ । 
ଚିତ୍ରା – ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହେବେ । ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । ଭାତୃ ସଂପର୍କରେ ଉନ୍ନତି ଘଟିବ ।

ପ୍ରତିକାର -  ପକ୍ଷୀମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ    

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :