• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st August 2023: ହଜିଥିବା ଜିନିଷ ପାଇବେ, ଧନ ଓ ସମ୍ପତ୍ତି ଲାଭର ଯୋଗ ରହିଛି...

ସୌର  ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୩୧ ତାରିଖ,ଗୁରୁବାର, ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ପୂର୍ଣମା ପ୍ରାତଃ ୦୭.୦୫ ଗତେ ପ୍ରତିପଦ ରାତ୍ରି ୦୩.୧୯ ଗତେ ୨ୟା ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର –  ତୁଳା ଓ କୁମ୍ଭ

Libra

ତୁଳା

Thursday 31 Aug 2023

ଚିତ୍ରା –ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି ।
ସ୍ୱାତୀ –ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳ ହେବେ । ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ
ବିଶାଖା –  କୋର୍ଟରେ ଚାଲିଥିବା କେସ୍ ର  ତାରିଖ ଅଜି ସ୍ଥିର ହେବ ।  ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି । କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ । 

ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :