• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st August 2023: ହଜିଥିବା ଜିନିଷ ପାଇବେ, ଧନ ଓ ସମ୍ପତ୍ତି ଲାଭର ଯୋଗ ରହିଛି...

ସୌର  ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୩୧ ତାରିଖ,ଗୁରୁବାର, ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ପୂର୍ଣମା ପ୍ରାତଃ ୦୭.୦୫ ଗତେ ପ୍ରତିପଦ ରାତ୍ରି ୦୩.୧୯ ଗତେ ୨ୟା ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର –  ତୁଳା ଓ କୁମ୍ଭ

Scorpio

ବିଛା

Thursday 31 Aug 2023

ବିଶାଖା-  ପ୍ରେମରେ ସଫଳତା ପାଇବେ । ଅଧିକ ପରିଶ୍ରମ କାରଣରୁ ସ୍ୱାସ୍ଥ୍ୟ ହାନିର ସମ୍ଭାବନା ରହିଛି । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ ।
ଅନୁରାଧା – ରାଜନୀତିରେ ମନକାମନା ପୂରଣ ହେବ । ଆଇନ ଛାତ୍ରଛାତ୍ରୀମାନେ ସମୟର ସଦୁପଯୋଗ କରନ୍ତୁ । ଅଫିସରେ କର୍ମଚାରୀଙ୍କ ଉପରେ  ବିରକ୍ତି ଭାବ ପ୍ରକାଶ କରନ୍ତୁ ନାହିଁ । ସୁଯୋଗର ସଦ୍‌ବ୍ୟବହାର କରି କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ
ଜ୍ୟେଷ୍ଠା  – କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଜମିକୁ ନେଇ ଭାଇ ବିରୋଧୀ  ହୋଇପାରନ୍ତି । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । 

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :