• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st August 2023: ହଜିଥିବା ଜିନିଷ ପାଇବେ, ଧନ ଓ ସମ୍ପତ୍ତି ଲାଭର ଯୋଗ ରହିଛି...

ସୌର  ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୩୧ ତାରିଖ,ଗୁରୁବାର, ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ପୂର୍ଣମା ପ୍ରାତଃ ୦୭.୦୫ ଗତେ ପ୍ରତିପଦ ରାତ୍ରି ୦୩.୧୯ ଗତେ ୨ୟା ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର –  ତୁଳା ଓ କୁମ୍ଭ

Sagittarius

ଧନୁ

Thursday 31 Aug 2023

ମୂଳା –  ବ୍ୟବସାୟରେ ପିତାମାତାଙ୍କ  ସାହାଯ୍ୟ ସହଯୋଗ ପାଇବେ । ପୂର୍ବ ସମସ୍ୟା ସମାଧାନ ହୋଇଯାଇଥିବା କାରଣରୁ ମନ ଏକପ୍ରକାର ଭଲ ରହିବ । ନିଜ ଲୋକମାନଙ୍କ ଗହଣରେ ଦକ୍ଷତାର ସହ କାମ କରି ପ୍ରଶଂସିତ ହେବେ ।
ପୂ , ଷାଢା - ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ ।  ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି । ଜୀବନରେ ନୂଆ  ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ ।
ଉ , ଷାଢା –ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।  ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ ।  ଖେଳକୁଦରେ ମନ ଦେବେ । 

ପ୍ରତିକାର – ଅସହୟା ବ୍ୟକ୍ତିଙ୍କୁ ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :