• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st August 2023: ହଜିଥିବା ଜିନିଷ ପାଇବେ, ଧନ ଓ ସମ୍ପତ୍ତି ଲାଭର ଯୋଗ ରହିଛି...

ସୌର  ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୩୧ ତାରିଖ,ଗୁରୁବାର, ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ପୂର୍ଣମା ପ୍ରାତଃ ୦୭.୦୫ ଗତେ ପ୍ରତିପଦ ରାତ୍ରି ୦୩.୧୯ ଗତେ ୨ୟା ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର –  ତୁଳା ଓ କୁମ୍ଭ

Capricorn

ମକର

Thursday 31 Aug 2023

ଉ , ଷାଢା -  ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇପାରନ୍ତି । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ ।
ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ । 
ଶ୍ରବଣା- ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ । ଚାକିରିରେ ପ୍ରାଧାନ୍ୟ ବଜାୟ ରହିବ ।   ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।  ମହିଳା ମାନେ ଧର୍ମପରାୟଣ ହେବେ
ଧନିଷ୍ଠା –ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦ୍ୱାରା ଅଭିଳାଷା ପୂରଣ ହେବ । ଜମିଜମା କିଣିବାର ସୁଯୋଗ ରହିଛି । କୈାଣସି ଗୋଟେ ବଡ ପଦବୀ ଯାଇପାରେ ।  

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :