Daily Horoscope 31st August 2023: ହଜିଥିବା ଜିନିଷ ପାଇବେ, ଧନ ଓ ସମ୍ପତ୍ତି ଲାଭର ଯୋଗ ରହିଛି...

ସୌର  ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୩୧ ତାରିଖ,ଗୁରୁବାର, ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ପୂର୍ଣମା ପ୍ରାତଃ ୦୭.୦୫ ଗତେ ପ୍ରତିପଦ ରାତ୍ରି ୦୩.୧୯ ଗତେ ୨ୟା ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର –  ତୁଳା ଓ କୁମ୍ଭ

Aries

ମେଷ

Thursday 31 Aug 2023

ଅଶ୍ୱନୀ –ପୁରୁଣା ବନ୍ଧୁଙ୍କ ସହ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବା ସହ ଆତ୍ମୀୟମାନଙ୍କ ଅବଦାନକୁ ଭୁଲି ପାରିବେ ନାହିଁ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ
ଦ୍ୱିଜା – ଅଫିସରେ ବାକି କାମ ସବୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କୌଣସି  କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ । 
କୃତିକା –  ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ଧାର ଦେବା ନେବାରେ  ନିବୃତ ରୁହନ୍ତୁ । ନିଜ ଜିନିଷ କେଉଁଠି ରଖି  ଭୁଲିଯିବେ

ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :