• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st August 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ଶନିବାର,ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୧୩ଶୀ ରାତ୍ରି ୦୩.୪୧ ଗତେ ୧୪ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Saturday 31 Aug 2024

କୃତିକା- ଆପଣଙ୍କର ଭାଗ୍ୟ ଆପଣଙ୍କ ସହିତ ରହିବ ଏବଂ କମ୍ ପରିଶ୍ରମ ସତ୍ତ୍ୱେ ଅନୁକୂଳ ଫଳାଫଳ ପାଇବେ । ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ । ପିତା ମାତା ନିଜ ସନ୍ତାନଙ୍କ ବିବାହ ପାଇଁ ଯୋଜନା କରି ପାରନ୍ତି

ରୋହିଣୀ- ସ୍ଥାବର ଅସ୍ଥାବର ସମ୍ପତିର ମାଲିକାନା ପାଇପାରନ୍ତି । ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ

ମୃଗଶିରା- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଜମି , ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ । ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :