• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st August 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ଶନିବାର,ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୧୩ଶୀ ରାତ୍ରି ୦୩.୪୧ ଗତେ ୧୪ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Saturday 31 Aug 2024

ମୃଗଶିରା- ଯେଉଁ କାମ ହାତକୁ ନେଇଛନ୍ତି ତାହା ସହଜରେ ସମ୍ପନ୍ନ କରିବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ ଓ ନୂତନ ବାଣିଜ୍ୟ ଯୋଡ଼ିବା ପାଇଁ ଚିନ୍ତା କରିବେ।

ଆଦ୍ରା- ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ । ବ୍ୟବସାୟରେ ବ୍ୟସ୍ତ ରହିବେ, ମାତ୍ର ବିଶେଷ ଭାବରେ ଲାଭବାନ୍ ହେବେ। ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ ।

ପୁନର୍ବସୁ- ପୂର୍ବ ଶତ୍ରୁତା କାରଣରୁ ପ୍ରତ୍ୟେକ କାର‌୍ୟ୍ୟାବଳୀର ସଠିକ୍ ସମୀକ୍ଷା କରିପାରିବେ ନାହିଁ। ବାଣିଜ୍ୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା ପ୍ରଭୃତି କ୍ଷେତ୍ରରେ ସାଧାରଣ ସମସ୍ୟା ଲାଗିରହିବ । ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ସାମାନ୍ୟ ଚେଷ୍ଟାରେ ପାଇବେ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :