• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st August 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ଶନିବାର,ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୧୩ଶୀ ରାତ୍ରି ୦୩.୪୧ ଗତେ ୧୪ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Saturday 31 Aug 2024

ଉ- ଫାଲ୍‌ଗୁନୀ- ଗମନାଗମନ ସମୟରେ ଭୂତାଣୁ ସଂକ୍ରମଣ ହୋଇପାରେ ସେଥିପ୍ରତି ସତର୍କ ରୁହନ୍ତୁ । ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ପରିବାରରେ ସମ୍ପତିକୁ ନେଇ ବିବାଦ ଉପୁଜିଲେ ବି ଆପସ ବୁଝାବଣା ମାଧ୍ୟମରେ ସମସ୍ୟାର ସମାଧାନ ହୋଇଯିବ

ହସ୍ତା- ଜୀବନ ସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ। ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ

ଚିତ୍ରା- କଳକାରଖାନା ବ୍ୟବସାୟରେ ଉନ୍ନତି ଘଟିବ । କଠିନ ଶ୍ରମ ଓ ଦୂରଦର୍ଶିତା ସଫଳତାର ପୃଷ୍ଟ ହୋଇପାରେ । କୋର୍ଟ କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ

ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :