• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st August 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ଶନିବାର,ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୧୩ଶୀ ରାତ୍ରି ୦୩.୪୧ ଗତେ ୧୪ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Saturday 31 Aug 2024

ବିଶାଖା- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । କର୍ମ କ୍ଷେତ୍ରରେ ସହଭାଗୀ ମାନଙ୍କ ସହ ଖୁସିରେ କାମ କରିବେ । ମହିଳା ମାନେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ଓ ପ୍ରଂଶସା ପାଇବେ

ଅନୁରାଧା- ଘରେ ମାଙ୍ଗଳିକ କାର‌୍ୟ୍ୟ କରିବା ପାଇଁ ବିଚାର କରିବେ । ଆପଣଙ୍କ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ । କୈାଣସି ବଡ ବିନିଯୋଗ କରିବା ସହିତ ଆର୍ଥିକ ଅଭିବୃଦ୍ଧି ଘଟିବ । କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଈଁ ଚେଷ୍ଟା କରିବେ

ଜ୍ୟୋଷ୍ଠା- ରାଜନୀତିରେ ଆଗକୁ ଯିବେ । ମହିଳା ମାନେ ଅନ୍ୟକୁ ଦେଇଥିବା ପ୍ରତିସୃତି ରକ୍ଷା କରିପାରିବେ ନାହିଁ । ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ । ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :