• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ପଦୋନ୍ନତି ମିଳିବାର ଯୋଗ ରହିଛି

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ଶନିବାର। ଚନ୍ଦ୍ର – ମୀନ ଦିବା ୧୧.୪୮ ଗତେ ମେଷ,ତିଥି- ୯ମୀ ସନ୍ଧ୍ୟା ୦୬.୩୩ ଗତେ ୧୦ମୀ,ଘାତ ଚନ୍ଦ୍ର- ଧନୁ ଦିବା ୧୧.୪୮ ଗତେ ମେଷ,ଘାତ ବାର – ବୃଷ , ସିଂହ ଓ କନ୍ୟା ,ପୁଷ୍କର ଦୋଷ – ୧ପାଦ -କୃଷିହାନି- ଭୂମିଦାନ

Aries

ମେଷ

Saturday 31 Dec 2022

ଅଶ୍ୱନୀ –ଆଖ, ପାଖ ଲୋକଙ୍କ ପ୍ରତି ଉଦାର ରହିବେ । ଭାଗିଦାରି ବ୍ୟବସାୟୀ ଦ୍ୱାରା କିଛି ମାତ୍ରାରେ ଲାଭବାନ୍ ହେବେ । ବିବାହ ଆଦି ଶୁଭ କାର‌୍ୟ୍ୟରେ ଯୋଗ ଦେଇ ମନ ଖୁସି ରହିବ ।ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ପର‌୍ୟ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ

ଦ୍ୱିଜା – ରାଜନିତିରେ ଲୋକଙ୍କ ପ୍ରିୟ ରହିବେ । କାର‌୍ୟ୍ୟ କ୍ଷେତ୍ରରେ ଖୁବ ଶିଘ୍ର ସଫଳତା ପାଇବେ । ଆୟରେ ଉନ୍ନତି ଘଟିବ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ମହିଳା ମାନେ ମନରେ ନୂଆ ନୂଆ ବିଚାର ଆସିବ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

କୃତିକା – ଆୟନୀ , ଅଦାଲତରେ ଜଡିତ ରହିବେ । ମହିଳା ମାନଙ୍କୁ ବନ୍ଧୁଙ୍କ ସହଯୋଗ ମିଳିବ । ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୈାଣସି କାମରେ ଯଥେଷ୍ଟ ଲାଭ ହେବ । ପ୍ରେମ ଜୀବନ ଭଲ ରହିବ

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :