• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ପଦୋନ୍ନତି ମିଳିବାର ଯୋଗ ରହିଛି

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ଶନିବାର। ଚନ୍ଦ୍ର – ମୀନ ଦିବା ୧୧.୪୮ ଗତେ ମେଷ,ତିଥି- ୯ମୀ ସନ୍ଧ୍ୟା ୦୬.୩୩ ଗତେ ୧୦ମୀ,ଘାତ ଚନ୍ଦ୍ର- ଧନୁ ଦିବା ୧୧.୪୮ ଗତେ ମେଷ,ଘାତ ବାର – ବୃଷ , ସିଂହ ଓ କନ୍ୟା ,ପୁଷ୍କର ଦୋଷ – ୧ପାଦ -କୃଷିହାନି- ଭୂମିଦାନ

Aquarius

କୁମ୍ଭ

Saturday 31 Dec 2022

ଧନିଷ୍ଠା – ଜୀବନସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଅନ୍ୟ କାହାର ସହେଯାଗ ନ ପାଇଲେ ମଧ୍ୟ ଯେଉଁ କାର‌୍ୟ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ । ପ୍ରକୃତିର ଆନନ୍ଦ ନେବା ପାଇଁ ମନ ହେବ । ପ୍ରଶାସନିକ କାମ ଧୈର‌୍ୟ୍ୟର ସହ କରନ୍ତୁ ।

ଶତଭିଷା – ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ରାଜନିତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ ।

ପୂ , ଭାଦ୍ରପଦ – ଆୟିନୀର ଦ୍ୱାରସ୍ଥ ହେବେ । ନାରି ମାନେ ରକ୍ଷଣଶୀଳ ରହିବେ । ଜୀବନସାଥୀର ସମର୍ଥନ ଓ ପ୍ରେମ ପାଇବେ । ଧର୍ମକାର୍ଯ୍ୟରେ ଖର୍ଚ୍ଚ କରିପାରନ୍ତି । ସମ୍ମାନିତ ଲୋକଙ୍କ ସହ ମିଶିବେ । ଆପଣଙ୍କ ପାଖକୁ ଧନଲାଭ ହେବା ଭଳି କାମ ଆସିବ

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :