• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st Dec 2023: ଏହି ରାଶିର ବ୍ୟକ୍ତିଙ୍କ କର୍ମ କ୍ଷେତ୍ରରେ ବାଧା ଆସିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୪ର୍ଥୀ ଦିବା ୧୧.୫୫ ଗତେ ୫ମୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର

Taurus

ବୃଷ

Sunday 31 Dec 2023

କୃତିକା- ନିଜର ସ୍ୱାସ୍ଥ୍ୟର ଚିକିତ୍ସା କରିବା ନିହାତି ଆବଶ୍ୟକ । କାର‌୍ୟ୍ୟ ସ୍ଥଳରେ ଆପଣଙ୍କ କାମର ଆଜି ପ୍ରଶଂସା କରାଯିବ । ସମୟର ଚାହିଦା ଅନୁସାରେ ଆପଣ ସମସ୍ତଙ୍କ ଠାରୁ ଦୂରରେ ରହିବେ , ଏହା ଆପଣଙ୍କ ପାଇଁ ହିତକାରୀ ମଧ୍ୟ ହେବ

ରୋହିଣୀ- ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତନ ହୋଇପାରେ । ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରିଲେ ଭଲ ହେବ । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ ।

ମୃଗଶିରା- ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ । ପ୍ରତ୍ୟେକ କ୍ଷେତ୍ରରେ ଠିକ୍ ସିଦ୍ଧାନ୍ତ ନେଇପାରିବେ ନାହିଁ । ନିଜର ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ ।

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :