• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st Dec 2023: ଏହି ରାଶିର ବ୍ୟକ୍ତିଙ୍କ କର୍ମ କ୍ଷେତ୍ରରେ ବାଧା ଆସିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୪ର୍ଥୀ ଦିବା ୧୧.୫୫ ଗତେ ୫ମୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର

Aquarius

କୁମ୍ଭ

Sunday 31 Dec 2023

ଧନିଷ୍ଠା- କର୍ମରେ ପରିବର୍ତନ ହେବା ସହିତ ଉନ୍ନତିର ଯୋଗ ରହିଛି । ଶାରୀରିକ ସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଉନ୍ନ୍‌ତି  କରିବେ । 
ଶତଭିଷା- ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ ।  ଛାତ୍ର ଛାତ୍ରୀ   ମାନେ ନିଜ କ୍ୟାରିୟର କୁ ନେଇ ଚିନ୍ତିତ ରହିବେ ।
ପୂ,ଭାଦ୍ରପଦ- ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ବେଳେବେଳେ ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।
ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :