• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st Dec 2023: ଏହି ରାଶିର ବ୍ୟକ୍ତିଙ୍କ କର୍ମ କ୍ଷେତ୍ରରେ ବାଧା ଆସିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୪ର୍ଥୀ ଦିବା ୧୧.୫୫ ଗତେ ୫ମୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର

Pisces

ମୀନ

Sunday 31 Dec 2023

ପୂ,ଭାଦ୍ରପଦ- ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ।  ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ ।

ଉ,ଭାଦ୍ରପଦ- ପ୍ରେମ ସମ୍ପର୍କରେ ଦୃଢତା ଆଣିବେ । କର୍ମରେ ଯୋଜନା ମୁତାବକ କାମ କରିଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ରାଜନୀତି କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱ ପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ ।
ରେବତୀ- ଅଧୁରା କାର୍ଯ୍ୟ ପୂରଣ ହେବ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ବିଜୟୀ ହେବେ । ଦୂରେଇ ଯାଇଥିବା ବନ୍ଧୁ ପୁଣି ନିକଟବର୍ତୀ ହେବେ ।  ଧର୍ମ କାର୍ଯ୍ୟ ପ୍ରତି ମନବଳାଇବେ ।
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :