• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st Dec 2023: ଏହି ରାଶିର ବ୍ୟକ୍ତିଙ୍କ କର୍ମ କ୍ଷେତ୍ରରେ ବାଧା ଆସିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୪ର୍ଥୀ ଦିବା ୧୧.୫୫ ଗତେ ୫ମୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର

Gemini

ମିଥୁନ

Sunday 31 Dec 2023

ମୃଗଶିରା- କର୍ମ କ୍ଷେତ୍ରରେ ବାଧା ଆସିଲେ ମଧ୍ୟ ସଫଳତା ହାସଲ କରିବେ । ଶାରୀରିକ ଅସୁସ୍ଥତା ଦେଖାଦେଇ ପାରେ । ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସି୍ଥତି ଉନ୍ନତି ଦେଖାଦେବ ।

ଆଦ୍ରା- ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କର ପ୍ରଶଂସାର ପାତ୍ର ହେବେ । ଆୟବୃଦ୍ଧି, ଋଣମୁକ୍ତି ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ଶତୃମାନଙ୍କୁ ମୁକାବିଲା କରି ପାରିବେ ।

ପୁନର୍ବସୁ- ସାମାଜିକ କ୍ଷେତ୍ରରେ ମାନ୍ୟତା ଅର୍ଜ୍ଜନ କରିବେ ।ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ବୃଦ୍ଧି ପାଇବ । ଭାଇଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ଲାଭ କରିପାରନ୍ତି

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :