• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st Dec 2023: ଏହି ରାଶିର ବ୍ୟକ୍ତିଙ୍କ କର୍ମ କ୍ଷେତ୍ରରେ ବାଧା ଆସିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୪ର୍ଥୀ ଦିବା ୧୧.୫୫ ଗତେ ୫ମୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର

Cancer

କର୍କଟ

Sunday 31 Dec 2023

ପୁନର୍ବସୁ- ବୈବାହିକ ଜୀବନ ଆନନ୍ଦ ଦାୟକ ରହିବ । ଆପଣଙ୍କ କଳା ଓ ରଚନାରେ ଥିବା କ୍ଷମତାକୁ ପ୍ରଶଂସା ମିଳିବ । ବ୍ୟବସାୟୀ ମାନଙ୍କୁ ଅଚାନକ ଯାତ୍ରା କରିବା ସଂଗେ ସଂଗେ ଲାଭ ମିଳିବ ।
ପୁଷ୍ୟା- ପ୍ରେମ ସମ୍ବନ୍ଧରେ ନିଜର ସ୍ୱତନ୍ତ୍ର ବିବେକର ବ୍ୟବହାର କରନ୍ତୁ । ଘରକୁ ଅଥିତି ଆସିବା କାରଣରୁ ଦିନ ଆନନ୍ଦରେ କଟିବ । ସମାଜଠୁ ଦୂରରେ ରହିଲେ ଆବଶ୍ୟକତା ସମୟରେ କେହିବି ଆପଣଙ୍କ ପାଖକୁ ଆସିବେନି ।
ଅଶ୍ଲେଷା- ଯଦି ଆପଣଙ୍କୁ ଲାଗୁଚି କି ଆପଣ ଅନ୍ୟଙ୍କ ସାହାଯ୍ୟ ବିନା ହିଁ ମହତ୍ଵପୁର୍ଣ କାମ କରି ପାରିବେ, ତାହେଲେ ଆପଣଙ୍କ ଭାବନା ବହୁତ ଭୁଲ ଅଛି ।  ଆପଣ ନିଜର ବ୍ୟକ୍ତିତ୍ୱକୁ ଆକଳନ କରିବାକୁ ଚେଷ୍ଟା କରନ୍ତୁ ।  
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :