• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st Dec 2023: ଏହି ରାଶିର ବ୍ୟକ୍ତିଙ୍କ କର୍ମ କ୍ଷେତ୍ରରେ ବାଧା ଆସିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୪ର୍ଥୀ ଦିବା ୧୧.୫୫ ଗତେ ୫ମୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର

Leo

ସିଂହ

Sunday 31 Dec 2023

ମଘା- ପିତା ମାତାଙ୍କ ସାହାଯ୍ୟ ପାଇଁ ଆପଣଙ୍କ ଆର୍ଥିକ ଅବସ୍ଥାରେ ବୃଦ୍ଧି ମିଳିପାରେ । ନିଜର ଆନ୍ତରିକ ସମୟ ସେବାରେ ଲଗାନ୍ତୁ ଏହା ଆପଣଙ୍କ ପରିବାର ଲୋକଙ୍କୁ ଖୁସି ଓ ଶାନ୍ତି ଦେବ । ପ୍ରତ୍ୟେକଟି ନିଷ୍ପତି ଭାବିଚିନ୍ତି ନିଅନ୍ତୁ ।  

ପୂ,ଫାଲଗୁନି- ସମାଜ ସେବା କରି ନିଜକୁ ଧନ୍ୟ ମନେ କରିପାରନ୍ତି । ଆଜି ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟରୁ ମନ ଖୁସି ରହିବ । ଆପଣ ବଳକା ସମୟରେ କୌଣସି ଭଲ ବହି ପଢ଼ିପାରନ୍ତି

ଉ,ଫାଲଗୁନି- ପରିବେଶରେ ଥିବା ଲୋକ ମାନେ ଖୁସିରେ ଭରି ଉଠିବେ । କୌଣସି ବିଶେଷ ବ୍ୟକ୍ତିଙ୍କ ସହିତ ସମ୍ପର୍କ ବଢାଇବେ । ଆପଣଙ୍କ ଧନ ଧାର୍ମିକ କାର‌୍ୟ୍ୟରେ ଲଗାଇପାରନ୍ତି ।  

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :