• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st Dec 2023: ଏହି ରାଶିର ବ୍ୟକ୍ତିଙ୍କ କର୍ମ କ୍ଷେତ୍ରରେ ବାଧା ଆସିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୪ର୍ଥୀ ଦିବା ୧୧.୫୫ ଗତେ ୫ମୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର

Virgo

କନ୍ୟା

Sunday 31 Dec 2023

ଉ,ଫଳଗୁନି- ଆପଣ ନିଜ ପାଇଁ ଯଥେଷ୍ଟ ସମୟ ବାହାର କରିବେ । କୈାଣସି କଥା ଆପଣଙ୍କ ଉପରେ ମାନସିକ ଚାପ ପକାଇପାରେ । ବ୍ୟସ୍ତ  ଥିବା ସତ୍ୱେ ଆଜି ଦିନଟା ଭଲ ରହିବ ।

ହସ୍ତା- ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ । କଳା, ସାହିତ୍ୟ, ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ ।

ଚିତ୍ରା- ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇ ପାରେ । ନିଜ ପ୍ରିୟର ଭାବନାକୁ ବୁଝନ୍ତୁ ।  

ପ୍ରତିକାର -  ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :