• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st Dec 2023: ଏହି ରାଶିର ବ୍ୟକ୍ତିଙ୍କ କର୍ମ କ୍ଷେତ୍ରରେ ବାଧା ଆସିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୪ର୍ଥୀ ଦିବା ୧୧.୫୫ ଗତେ ୫ମୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର

Libra

ତୁଳା

Sunday 31 Dec 2023

ଚିତ୍ରା- ବିଶେଷ କରି ସ୍ୱାସ୍ଥ୍ୟ ସମସ୍ୟାରେ ଉନ୍ନତି ହେବ । ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ । ପତୀ ପତ୍ନୀଙ୍କ ମଧ୍ୟରେ ଭଲ ବୁଝାବଣା ହେବା ସହିତ ଦାମ୍ପତ୍ୟ ଜୀବନରେ ସୁଖ ଆସିବ ।

ସ୍ୱାତୀ- ରାଜନୈତିକ କ୍ଷେତ୍ରରେ ବିବାଦିୟ ପରିସ୍ଥିତି ଦେଖାଦେଇ ପାରେ । ଆର୍ଥିକ ଦୃଷ୍ଟିରୁ,  ଅଧିକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି ।  ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ ।

ବିଶାଖା- ପରିବାରରେ ସମ୍ପତି ଜନିତ ବିବାଦ ସୃଷ୍ଟି ହୋଇପାରେ । ନୂତନ ବନ୍ଧୁ କରିବାରେ ସମର୍ଥ ହେବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :