• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st Dec 2023: ଏହି ରାଶିର ବ୍ୟକ୍ତିଙ୍କ କର୍ମ କ୍ଷେତ୍ରରେ ବାଧା ଆସିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୪ର୍ଥୀ ଦିବା ୧୧.୫୫ ଗତେ ୫ମୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର

Scorpio

ବିଛା

Sunday 31 Dec 2023

ବିଶାଖା- ବ୍ୟବସାୟୀ ମାନେ ନୂତନ ବ୍ୟବସାୟର ପରିକଳ୍ପନା କରିବେ । ପରିବାର ଓ ମିତ୍ରଙ୍କ ସହ ସମୟ ବିତାଇବେ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।

ଅନୁରାଧା- ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ । ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ । ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ ।

ଜ୍ୟେଷ୍ଠା- କର୍ମ କ୍ଷେତ୍ରରେ  ଅବାଞ୍ଛିତ ଉତ୍ତେଜନା ଏବଂ ଚିନ୍ତାର ସମ୍ମୁଖୀନ ହୋଇପାରନ୍ତି । ବାବବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତରେ ସଫଳ ହେବେ । ନୂଆ ନିଯୁକ୍ତି ପାଇ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :