• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st Dec 2023: ଏହି ରାଶିର ବ୍ୟକ୍ତିଙ୍କ କର୍ମ କ୍ଷେତ୍ରରେ ବାଧା ଆସିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୪ର୍ଥୀ ଦିବା ୧୧.୫୫ ଗତେ ୫ମୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର

Sagittarius

ଧନୁ

Sunday 31 Dec 2023

ମୂଳା- ସ୍ୱାସ୍ଥ୍ୟ ଉପରେ ନଜର ରଖିବାକୁ ହେବ । ପ୍ରେମ ଏବଂ ପରିବାରର ବିକାଶରେ ଆଗ୍ରହ ହରାଇବାର ସମ୍ଭାବନା ରହିିଛି । ବ୍ୟବସାୟରେ ଅନେକ ବାଧାବିଘ୍ନ ର ସମ୍ମୁଖୀନ ହେବା ପରେ ସଫଳତାପାଇବେ ।
ପୂ,ଷାଢା- ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ । କର୍ମ କ୍ଷେତ୍ରରେ ଅହଂକାରକୁ ତ୍ୟାଗ କରନ୍ତୁ । 
ଉ,ଷାଢା- ସରକାରୀ ସାହାର୍ଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପାଇବେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ଶ୍ରମିକ ଓ କର୍ମଚାରୀ ମାନେ କଠିନ ପରିଶ୍ରମ କରିବେ ।

ପ୍ରତିକାର – ଶ୍ରୀ ରାମ  ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :