• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st Dec 2023: ଏହି ରାଶିର ବ୍ୟକ୍ତିଙ୍କ କର୍ମ କ୍ଷେତ୍ରରେ ବାଧା ଆସିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୪ର୍ଥୀ ଦିବା ୧୧.୫୫ ଗତେ ୫ମୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର

Capricorn

ମକର

Sunday 31 Dec 2023

ଉ,ଷାଢା- ପ୍ରେମୀ ପ୍ରେମିକାଙ୍କ ମିଳନ ହେବ । କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ । ଶାରୀରିକ କଷ୍ଟ ଭୋଗ କରିବାକୁ ପଡିପାରେ ।
ଶ୍ରବଣା- ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ କରି ପ୍ରଶଂସା ପାଇବେ ।  ଚାକିରି ହେଉ କି ବ୍ୟବସାୟ-ବାଣିଜ୍ୟ ହେଉ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ
ଧନିଷ୍ଠା- ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦ । ବୃଦ୍ଧି ପାଇବ ।ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ପୂର୍ବରୁ କରିଥିବା କରୋଜ ପରିଶୋଧ କରିବେ ।
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :