Daily Horoscope 31st December 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବହୁ ଦିନର ଆଶା ପୂରଣ ହେବ
/odishatv-khabar/media/media_files/uploadimage/library/16_9/16_9_0/IMAGE_1735616124-501441.jpg)
ସୌର ଧନୁ ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୩୧ ତାରିଖ ମଙ୍ଗଳବାର । ଚନ୍ଦ୍ର- ଧନୁ ନିଶାନ୍ତ ୦୬.୦୧ ଗତେ ମକର,ତିଥି- ପ୍ରତିପଦ ରାତ୍ରି ୦୩.୨୨ ଗତେ ୨ ୟା ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ନିଶାନ୍ତ ୦୬.୦୧ ଗତେ ସିଂହ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୨.୦୨ ଗତେ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୨୨ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
