• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ବ୍ୟବସାୟ କରିବାର ଆଶା ମିଳିବ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ମଙ୍ଗଳବାର ।ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୧୦ମୀ ଦିବା ୧୧.୫୪ ଗତେ ୧୧ଶୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମକର ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Aries

ମେଷ

Tuesday 31 Jan 2023

ଅଶ୍ୱନୀ- କର୍ମକ୍ଷେତ୍ରରେ ଅହେତୁକ ବାଧା ବିଘ୍ନ ଦେଇ ଗତିକରିବେ । ସାମୟିକ ଭାବରେ ସଯ୍ୟାସାୟି ହୋଇ ପାରନ୍ତି । ନିଷ୍ପତି ମୂଳକ କାର‌୍ୟ୍ୟରେ ଆଗପଛ ହୋଇ ପାରନ୍ତି । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ ।

କୃତିକା- ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ ।

ଦ୍ୱିଜା- ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୋଟ୍ କଚେରୀ ମାମଲାର ଫଇସଲା ଆପଣଙ୍କ ପକ୍ଷରେ ରହିବ । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।

ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :