• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୧ ତାରିଖ ବୁଧବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ଦିବା ୧୧.୩୬ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର।

Aries

ମେଷ

Wednesday 31 Jan 2024

ଅଶ୍ୱନୀ- ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି ।

ଆଲୋଚନା କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ । ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ ।

ଦ୍ୱିଜା- ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଅଫିସରେ କୌଣସି ସମସ୍ୟା ମନକୁ ବାରମ୍ବାର ଆନ୍ଦୋଳିତ କରିବ । ସାମାଜିକ ସ୍ତରରେ କିଛିଟା ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି ।

କୃତିକା- ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପୁରୁଣା ନିବେଶରେ ଲାଭ ପାଇବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :