• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୧ ତାରିଖ ବୁଧବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ଦିବା ୧୧.୩୬ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର।

Taurus

ବୃଷ

Wednesday 31 Jan 2024

କୃତିକା- ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ଆଶାକରୁଥିବା ଖବର ପାଇ ଖୁସି ହୋଇଯିବେ । ପୁରାତନ ରୋଗରୁ ଉପଶମ ମିଳିବ ।

ରୋହିଣୀ- ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ । ଗଠନ ମୂଳକ କିମ୍ବା ସାମୂହିକ କାମରେ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ଋଣ ସୂତ୍ରରେ ଅର୍ଥଲାଭ କରିବେ ।

ମୃଗଶିରା- ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ନିଜ ଲୋକଙ୍କୁ ଭୁଲ୍ ବୁଝିବେ ଏବଂ ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ। ପ୍ରତ୍ୟେକ ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରିବା ଠିକ୍ ହେବନାହିଁ।

ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :