• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୧ ତାରିଖ ବୁଧବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ଦିବା ୧୧.୩୬ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର।

Aquarius

କୁମ୍ଭ

Wednesday 31 Jan 2024

ଧନିଷ୍ଠା- ପରିବାରରେ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ ।

ଶତଭିଷା- ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବା ସହ ସୁଯୋଗ ହାତଛଡା ହେବାର ନାହିଁ । କର୍ମ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସୁଖ ସମ୍ପତି ଲାଭ ହେବେ ।

ପୂ,ଭାଦ୍ରପଦ- ପରୋକ୍ଷ ଶତ୍ରୁତା କାରଣରୁ ବିଭିନ୍ନ ପ୍ରକାର ସମସ୍ୟାର ହେବାକୁ ପଡିବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇପାରନ୍ତି। ପଡ଼ୋଶୀଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :