• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୧ ତାରିଖ ବୁଧବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ଦିବା ୧୧.୩୬ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର।

Pisces

ମୀନ

Wednesday 31 Jan 2024

ପୂ,ଭାଦ୍ରପଦ- ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ପାଇବେ । ପ୍ରେମିକପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ ।

ଉ,ଭାଦ୍ରପଦ- ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସମ୍ପର୍କ ଯୋଡିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାର୍ଯ୍ୟ । ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବେ।

ରେବତୀ- ଅଭିଳାଷ ପୂରଣ ଅଭାବରେ ମାନସିକ ଅବସାଦ ହେତୁ ବିରସମନା ରହିବେ । ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂରହୋଇଯିବ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି ।

ପ୍ରତିକାର – ମା ତାରାଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :