• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୧ ତାରିଖ ବୁଧବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ଦିବା ୧୧.୩୬ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର।

Gemini

ମିଥୁନ

Wednesday 31 Jan 2024

ମୃଗଶିରା- ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରତିବନ୍ଧକର ସମ୍ନା କରିବାକୁ ପଡିବ । ପରିବାରରେ ପତିପତ୍ନୀଙ୍କ ମଧ୍ୟରେ ଭୁଲ ବୁଝାମଣା ସୃଷ୍ଟି ହୋଇପାରେ ।

ଆଦ୍ରା- ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ଅନ୍ୟମାନଙ୍କ କଥାକୁ ସତ୍ୟମନେ କରି ମନରେ ସନ୍ଦେହ ଦେଖାଦେଇପାରେ । ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ ।

ପୁନର୍ବସୁ- ସତର୍କତା ଅଭାବରୁ ଜିନିଷପତ୍ର ହଜିଯିବା ସମ୍ଭାବନା ରହିଛି । ସମସ୍ୟା ସମାଧାନ ସକାଶେ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । ସମ୍ପର୍କୀୟ ଜଣେ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ ଓ ସାହାର୍ଯ୍ୟ କରିବେ ।

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :