• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୧ ତାରିଖ ବୁଧବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ଦିବା ୧୧.୩୬ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର।

Cancer

କର୍କଟ

Wednesday 31 Jan 2024

ପୁନର୍ବସୁ- ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ସମ୍ପର୍କୀୟ ବନ୍ଧୁ ସାହାର୍ଯ୍ୟ ସହଯୋଗ କରିବେ ।

ପୁଷ୍ୟା- ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ଅନ୍ୟମନସ୍କ ହେତୁ କୌଣସି ଭୁଲ କାମ କରି ଅନୁତପ୍ତ ହେବେ । ଚାକିରୀ କ୍ଷେତ୍ରରେ ସ୍ଥାନ ପରିବର୍ତନର ଯୋଗ ରହିଛି ।

ଅଶ୍ଲେଷା- ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନୋନିବେଶ କରି କୃତିତ୍ୱ ହାସଲ କରିବେ । ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜର ଲୋକଙ୍କ ତରଫରୁ ସହଯୋଗ ପାଇବେନି। ନିର୍ମାଣାଧୀନ ଗୃହ, ରାସ୍ତା କାମ, ହଠାତ୍ କିଛିଦିନ ସକାଶେ ଅଟକି ରହିଯାଇପାରେ।

ପ୍ରତିକାର – ଗୁରୁଜନମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :