• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୧ ତାରିଖ ବୁଧବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ଦିବା ୧୧.୩୬ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର।

Virgo

କନ୍ୟା

Wednesday 31 Jan 2024

ଉ,ଫଲଗୁନି- ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଚିନ୍ତିତ ରହିପାରନ୍ତି । ଆର୍ଥିକ ସ୍ୱଚ୍ଛଳତା ବଢିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ ।

ହସ୍ତା- ଗତକାଲିର କଳି ତକରାଳ ବିଷୟରେ ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଦୀର୍ଘଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ।

ଚିତ୍ରା- ନୂତନ କାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ।

ପ୍ରତିକାର -ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :