• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୧ ତାରିଖ ବୁଧବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ଦିବା ୧୧.୩୬ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର।

Libra

ତୁଳା

Wednesday 31 Jan 2024

ଚିତ୍ରା- ପାରିବାରିକ ଅସ୍ୱାସ୍ଥ୍ୟକର ପରିସ୍ଥିତିକୁ ନେଇ ଚିନ୍ତିତ ରହିବେ । ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ । କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଏଚ୍ଚବାଚ ଓ ବିତର୍କ ଘଟିପାରେ ।

ସ୍ୱାତୀ- ରାଜନୈତିକ କ୍ଷେତ୍ରରେ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧି ହେବ । ବିଦ୍ୟାକ୍ଷେତ୍ରରେ ଅତ୍ମାବିଶ୍ୱାସ ବୃଦ୍ଧି ପାଇବା ସହ ପ୍ରଶଂସା ପାଇବେ । ଅନ୍ୟମାନଙ୍କୁ ସାମୟିକ ସହେଯାଗ ଦେଇ ପରୋକ୍ଷ ଭାବରେ ପ୍ରଶଂସିତ ହେବେ ।

ବିଶାଖା- ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ । ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ । ସହକର୍ମୀମାନଙ୍କ ସହ ବାଦ ବିବାଦର ଅବସାନ ଘଟିବ ।

ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :