• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୧ ତାରିଖ ବୁଧବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ଦିବା ୧୧.୩୬ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର।

Scorpio

ବିଛା

Wednesday 31 Jan 2024

ବିଶାଖା- ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ । ନୂତନ ବନ୍ଧୁଙ୍କୁ ପାଇ ଖୁସି ହେବେ । ପରିବାର ଲୋକଙ୍କର ସାହାର୍ଯ୍ୟ ସହଯୋଗ ହେତୁ ଆନନ୍ଦିତ ହେବେ ।

ଅନୁରାଧା- ସରକାରୀ ସହାୟତା ପାଇବେ । ଛାତ୍ରଛାତ୍ରୀମାନେ ପଢାପଢିରେ ନିରନ୍ତର ମନ ଦେବେ । ବିଭିନ୍ନ କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରିପାରନ୍ତି ।

ଜ୍ୟେଷ୍ଠା-ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ନୂତନ ଯାନବାହନ, ଜମିଜମା, କ୍ରୟବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :