• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୧ ତାରିଖ ବୁଧବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ଦିବା ୧୧.୩୬ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର।

Sagittarius

ଧନୁ

Wednesday 31 Jan 2024

ମୂଳା- ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ ।

ପୂ,ଷାଢା- ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବେ ଓ ସୁନାମ ଅର୍ଜନ କରିବେ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ ।

ଉ,ଷାଢା- ମହିଳା ମାନେ ବନ୍ଧୁ ପରିଜନଙ୍କ ଠାରୁ ପ୍ରଶଂସିତ ହେବେ । କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ । ଆବଶ୍ୟକତା ପୂରଣ କରିବା ପାଇଁ ପର ପାଖରେ ମୁଣ୍ଡ ନୁଆଇଁବାକୁ ପଡିପାରେ ।

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :