• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st January 2024: ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୧ ତାରିଖ ବୁଧବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ଦିବା ୧୧.୩୬ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର।

Capricorn

ମକର

Wednesday 31 Jan 2024

ଉ,ଷାଢା- କାର୍ଯ୍ୟ ବ୍ୟସ୍ତତା କାରଣରୁ କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବେ ରହିପାରିବେ ନାହିଁ । ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ ।

ଶ୍ରବଣା- ରାଜନୀତିରେ ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନ କରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ ।

ଧନିଷ୍ଠା- ସଭାସମିତିରେ ଏପରି କିଛି ପ୍ରସ୍ତାବମାନ ଦେବେ, ଯାହାକି ବନ୍ଧୁଙ୍କ ମନକୁ ବେଶ୍ ପାଇବ। ପ୍ରକାଶନ,ଏଜେନ୍ଶିପ୍, ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇ ପାରନ୍ତି। ଅଭାବବୋଧ ପ୍ରଭୃତି ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ।

ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :