Daily Horoscope 31st January 2025: ଆଜି ଏହି ରାଶିର ବ୍ୟକ୍ତି କ୍ରୀଡା ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1738293063-639196.jpg)
ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୩୧ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୨ୟା ଦିବା ୦୧.୫୯ ଗତେ ୩ୟା,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୧.୫୯ ପର୍ଯ୍ୟନ୍ତ, ତା’ପରେ ରାତ୍ରି ୦୪.୧୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
