• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st January 2025: ଆଜି ଏହି ରାଶିର ବ୍ୟକ୍ତି କ୍ରୀଡା ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ

ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୩୧ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୨ୟା ଦିବା ୦୧.୫୯ ଗତେ ୩ୟା,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୧.୫୯ ପର୍ଯ୍ୟନ୍ତ, ତା’ପରେ ରାତ୍ରି ୦୪.୧୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Cancer

କର୍କଟ

Friday 31 Jan 2025

ପୁନର୍ବସୁ- ପେଟ ସମସ୍ୟା ପ୍ରତି ସାବଧାନ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂତନ ଯୋନଜାକୁ କାର‌୍ୟ୍ୟକାରୀ କରନ୍ତୁ ନାହିଁ । ପରିବାର ଭିତରେ କୈାଣସି କଥାକୁ ନେଇ ମତାନ୍ତର ସୃଷ୍ଟି ହୋଇପାରେ ।

ପୁଷ୍ୟା- ରାଜନିତିରେ ଅନେକ ମହତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବେ ଯାହାକି ସମ୍ଭବ ହେବ ନାହିଁ । ଶିକ୍ଷାକ୍ଷେତ୍ରରେ ମନୋବାଞô୍ଚତ ସ୍ଥାନରେ ପଢିବାର ସୁଯୋଗ ପାଇବେ । ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ

ଅଶ୍ଳେଷା- ପୈତୃକ ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ମହିଳା ମାନେ ନିଜ ବ୍ୟବହାରରେ ସଂଯମତା ରକ୍ଷାକରନ୍ତୁ । ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ । ବ୍ୟପାର ବୃର୍ତିରେ ପ୍ରଗତି ହେବ

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :